Compartir
Adwaita Mohanty Samagra Sarjana Sambhar (en Oriya)
Adwaita Prasad Mohanty
(Autor)
·
Prakash Kumar Parida
(Editado por)
·
Saroj Kumar Mohanty
(Editado por)
·
Black Eagle Books
· Tapa Blanda
Adwaita Mohanty Samagra Sarjana Sambhar (en Oriya) - Mohanty, Adwaita Prasad ; Parida, Prakash Kumar ; Mohanty, Saroj Kumar
Libro Nuevo
Importado
Envío: 16 a 22 días háb.
$ 86.38$ 43.19
Costos de importación incluídos en el precio ✅
Reseña del libro "Adwaita Mohanty Samagra Sarjana Sambhar (en Oriya)"
ଅଦ୍ୱୈତ ପ୍ରସାଦ ମହାନ୍ତିଙ୍କ ଜୀବନୀରୁ ଜାଣିଲେ ଯେ ସେ ପ୍ରଥମେ କବି, ପରେ ଗାଳ୍ପିକ, ପରେ ପ୍ରାବନ୍ଧିକ ଓ ଶେଷରେ ଔପନ୍ୟାସିକ । ଯାହା ପୂର୍ବରୁ କୁହାଯାଇଛି 'ସମାଜ'ରେ ତାଙ୍କର କବିତା ହିଁ ପ୍ରଥମେ ପ୍ରକାଶ ପାଇଥିଲା (୧୯୫୮) । ପରେ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ପୁରସ୍କୃତ ଗଳ୍ପ ସଂପୃକ୍ତ ସଂସ୍ଥାର ମୁଖପତ୍ରରେ ପ୍ରକାଶ ପାଇଥିଲା (୧୯୬୦) । ପ୍ରଜାତନ୍ତ୍ରରେ ପ୍ରବନ୍ଧ ରଚନା ପାଇଁ ସେ ପୁରସ୍କାର ପାଇଛନ୍ତି (୧୯୬୯) । ଉପନ୍ୟାସ ଲେଖନ୍ତି ୧୯୮୩ ମସିହାରେ । ଏଣୁ ତାଙ୍କ ସର୍ଜନା ବିଚାର ସେହି କ୍ରମରେ କରିବା (କ) କବି ଅଦ୍ୱୈତ ପ୍ରସାଦ (ଖ) ପ୍ରାବନ୍ଧିକ ଅଦ୍ୱୈତ ପ୍ରସାଦ (ଗ) ଗାଳ୍ପିକ ଅଦ୍ୱୈତ ପ୍ରସାଦ (ଘ) ଔପନ୍ୟାସିକ ଅଦ୍ୱୈତ ପ୍ରସାଦ (ଙ) ଉପସଂହାର । ଲେଖାଲେଖିରୁ ଅଦ୍ୱୈତ ପ୍ରସାଦ କିଛି ପାଇ ନଥିଲେ (ସ୍ଥୂଳ ଅର୍ଥରେ ଧନ, ବୈଭବ, ପୁରସ୍କାର, ଚର୍ଚ୍ଚା, ପ୍ରଶଂସା) ଏପରିକି ନିଜ ଲେଖାର ବହିରୂପ ସୁଦ୍ଧା ଦୁଇଖଣ୍ଡ ମାତ୍ର ଦେଖିପାରିଥିଲେ; ତଥାପି ସେ କହୁଥିଲେ (ଆଗାମୀ ଜନ୍ମରେ କ'ଣ ହୋଇ ଜନ୍ମିବାକୁ ଇଚ୍ଛା? ପ୍ରଶ୍ନର ଉତ୍ତରରେ) - "ଲେଖକଟିଏ । ଇହକାଳରେ ଚେତନାର ଯେଉଁସ୍ତରକୁ ଉଠି ମୋର ଅନ୍ତିମ ରଚନାଟି ଲେଖିଥିବି ପରଜନ୍ମରେ ସେହିଠାରୁ ମୋର ଜୀବନାରମ୍ଭ ହେଉ ଏହାହିଁ ମୋର ଅନ୍ତିମ ଇଚ୍ଛା ।"ଆତ୍ମରକ୍ଷା ଉପନ୍ୟାସର ନାୟକର ଆଦର୍ଶ ପରି ଏବଜନ୍ମର ସଂସ୍କାର ଓ ଚେତନାର ସର୍ବୋଚ୍ଚ ସ୍ଥିତିଟି ଆରଜନ୍ମର ଅୟମାରମ୍ଭ ସ୍ତର ହେଉ- କାମନା କରୁଥିବା ଜୀବନ &
- 0% (0)
- 0% (0)
- 0% (0)
- 0% (0)
- 0% (0)
Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.
✓ Producto agregado correctamente al carro, Ir a Pagar.