Compartir
Agantunkanka Desha America (en Oriya)
Debi Prasanna Nanda
(Autor)
·
Black Eagle Books
· Tapa Blanda
Agantunkanka Desha America (en Oriya) - Nanda, Debi Prasanna
Libro Nuevo
Importado
Envío: 17 a 23 días háb.
$ 60.77$ 30.38
Costos de importación incluídos en el precio ✅
Reseña del libro "Agantunkanka Desha America (en Oriya)"
ସମ୍ପ୍ରତି ବିଶ୍ୱଭ୍ରମଣ ସହଜସାଧ୍ୟ ହେବା ପରିପ୍ରେକ୍ଷୀରେ ବହୁତ ଭ୍ରମଣ କାହାଣୀ ଲେଖାଯାଉଛି, କିନ୍ତୁ ଅଧିକାଂଶ ଭ୍ରମଣକାରୀଙ୍କ ଅନୁଭୂତିର ବ୍ୟାପକତା ତଥା ପରିବେଷଣର ମୌଳିକତା ବିନା କାହାଣୀଗୁଡ଼ିକ ସମ୍ପୂର୍ଣ୍ଣ ଶୁଷ୍କ ଓ ନିରସ ମନେ ହୁଅନ୍ତି । କିନ୍ତୁ ଦେବୀ ନନ୍ଦ ଜଣେ ସୃଜନଶୀଳ ସ୍ରଷ୍ଟ୍ରା, 'ଏକବର୍ଣ୍ଣୀ' ଭଳି ଏକ ଉପନ୍ୟାସ ଏବଂ ଅନେକ କବିତା ତଥା ପ୍ରବନ୍ଧମାନ ରଚନା କରି ପାଠକମାନଙ୍କୁ ମୁଗ୍ଧ କରିପାରିଛନ୍ତି ସେ । ଏଣୁ ନିଜସ୍ୱ ଭ୍ରମଣ ବୃତାନ୍ତ ବର୍ଣ୍ଣନା କଲାବେଳେ ତାଙ୍କ ଭିତରେ ଅନନ୍ୟ ସ୍ରଷ୍ଟାଟି ଯେଉଁଭଳି ଭାବେ ସୃଜନର ମଞ୍ଚ ଆରୋହଣ କରି ଲେଖକ-ପାଠକ-ଶ୍ରୋତାମାନଙ୍କୁ ଏକତ୍ରିତ କରି ସୃଜନର ଚମକରେ ଚମତ୍କୃତ କରିପାରିଛନ୍ତି ତାହା ଅନୁଧ୍ୟାନ କରିବା କଥା । ଏହା ବ୍ୟତୀତ ଭାଷାର ଏକ ସୁଦକ୍ଷ ବିନ୍ଧାଣୀ ହେଉଛନ୍ତି ଦେବୀ ନନ୍ଦ, କାବ୍ୟିକ ଭାଷାର ବ୍ୟବହାର କରି ଭ୍ରମଣ କାହାଣୀକୁ ଅତ୍ୟନ୍ତ ସରଳ ଓ ସାବଲୀଳ କରିଛନ୍ତି ଦେବୀ । କେତେକ ସ୍ଥଳରେ, ବିଶେଷକରି ଆମେରିକୀୟ ପ୍ରକୃତିର ନୈସର୍ଗିକ ସୌନ୍ଦର୍ଯ୍ୟ ବର୍ଣ୍ଣନା କଲାବେଳେ ସେ ଯେଉଁଭଳି ଆତ୍ମହରା ହୋଇପଡ଼ନ୍ତି ତାହା ଲକ୍ଷ୍ୟ କରିବା କଥା । ମାତ୍ର ଦେଢ଼ଟି ମାସର ଭ୍ରମଣର ପରିଧି ଭିତରେ ଭ୍ରମଣକୁ ଯେତେ ବ୍ୟାପକ କରିବା କଥା ତାକୁ କରିଛନ୍ତି ଦେବୀ ନନ୍ଦ । ନିଜକୁ ସେ ପରିଧିର କେନ୍ଦ୍ରବିନ୍ଦୁରେ ସ୍ଥାପନ କରି ପୁଅ, ପତ୍ନୀ, କନ୍ୟା ଓ ଭାଣେଜୀଙ୍କ ଭଳି ରକ୍ତ ସମ୍ପର୍କୀୟ
- 0% (0)
- 0% (0)
- 0% (0)
- 0% (0)
- 0% (0)
Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.
✓ Producto agregado correctamente al carro, Ir a Pagar.