Compartir
Ama Chalani ama Chamaka (en Oriya)
Jena Indramani (Autor)
·
Black Eagle Books
· Tapa Blanda
Ama Chalani ama Chamaka (en Oriya) - Jena Indramani
Libro Nuevo
Importado
Envío: 16 a 22 días háb.
$ 59.93$ 29.97
Costos de importación incluídos en el precio ✅
Reseña del libro "Ama Chalani ama Chamaka (en Oriya)"
ଉତ୍କଳୀୟ ସମାଜ ସମଗ୍ର ଭାରତବର୍ଷରେ ଅନେକ ସ୍ୱାତନ୍ତ୍ର]୍ୟ ବହନକରେ । ଏହି ମହୋଦଧି କୂଳର ରାଜ୍ୟଟି ପ୍ରକୃତିର ଅସୁମାରି ଉପାଦାନରେ ଶୋଭାପାଏ । ତାହାର ଘନ ସବୁଜିମା ଭରା ଅରଣ୍ୟାନୀ ଏବଂ ଜଳପ୍ରପାତ ଗୁଡିକର ଶବ୍ଦତରଙ୍ଗ ସହିତ ବିହଙ୍ଗମାନଙ୍କର ପ୍ରକୃଷ୍ଟ ଲକ୍ଷ୍ୟସ୍ଥଳ ଯେମିତି କାକୁଳିରେ ଶବ୍ଦାୟିତ, ଉତ୍କଳୀୟ ମନପ୍ରାଣରେ ପ୍ରକୃତି ରଚେ ସିହରଣ । ମନ ଟାଣେ ପ୍ରକୃତି ସହିତ ତାଳମିଳାଇ ଚାଲିବାକୁ । ସେହି ତାଳରେ ମନ୍ଥର ବେଗରେ ଉତ୍କଳୀୟ କନ୍ୟାର ରୂପଲାବଣ୍ୟ ସହିତ ଓଡ଼ିଶୀନାଚ, ସେହି ଦୃଶ୍ୟ ପଟରେ ଅଳସକନ୍ୟାର ମନଲୋଭା ଚାହାଣି ଆଉ ସେହି ଆନନ୍ଦମୟ ଦେବଦବୀମାନଙ୍କର ବରଦା ହସ୍ତ ମନକୁ ପୁଲକରେ ଭରିଦିଏ । ସରଳ ନିଷ୍କପଟ ଓଡ଼ିଆ ଚରିତ୍ର ସ୍ୱଭାବବନ୍ତ । ମାଟିର ବଳରେ ଆଉ ପାଣିର ଶକ୍ତିରେ ତାର ବେଉସା, ଜଙ୍ଗଲଜାତ ଉପକରଣରେ ତାର ସମୃଦ୍ଧି । ଇତିହାସ ପୃଷ୍ଠାରେ ଅଦୃଷ୍ଟ ହୋଇ ରହିଥିଲା ଓଡ଼ିଶା ମାଟିତଳର ରତ୍ନଗର୍ଭ । ଉତ୍କଳୀୟ ସରଳ ପରିଧାନର ଅନ୍ତରାଳରେ ଛପି ରହିଥିଲା ତାର ଆତ୍ମସମ୍ମାନ ଆଉ ସମର୍ପଣର ମନୋଭାବ । ଯୁଗ ଯୁଗଧରି ପୃଥକ୍ ସମୟରେ ସିଏ ରାଷ୍ଟ୍ରଦେବତାଙ୍କର ଆଶିଷରେ ମଥାଟେକି ଗତି କରିଛି । ସମଗ୍ର ବିଶ୍ୱରେ ଚକାନୟନ ଯୁଗଳର ଅନନ୍ତ ଆବିଳତା ପ୍ରସାର କରିଛି । ସେହି ଓଡ଼ିଆ ପରମ ସ୍ୱାଭିମାନୀ । ନିଜର ଆତ୍ମମର୍ଯ୍ୟାଦା ତିଳେମାତ୍ର କ୍ଷୁଣ୍ଣ ହେବାକୁ ସୁଯୋଗ ଦିଏନାହିଁ । ଦିନେ କୋଣ୍ଡାଭିଡୁ ଦୁର୍ଗ ପାଇକମାନଙ୍କ ହାତରୁ ଛଡ
- 0% (0)
- 0% (0)
- 0% (0)
- 0% (0)
- 0% (0)
Todos los libros de nuestro catálogo son Originales.
El libro está escrito en Oriya.
La encuadernación de esta edición es Tapa Blanda.
✓ Producto agregado correctamente al carro, Ir a Pagar.