B-Days hasta 60% dto  Ver más

Enviar a
Quito, Pichincha
0
  • argentina
  • chile
  • colombia
  • españa
  • méxico
  • perú
  • estados unidos
  • internacional

Selecciona tu país

América

Europa

Resto del mundo

portada Ama Samayara Kahani: Piladina (en Oriya)
Formato
Libro Físico
Idioma
Oriya
N° páginas
214
Encuadernación
Tapa Blanda
Dimensiones
21.6x14x1.2 cm
Peso
0.28 kg.
ISBN13
9781645604655

Ama Samayara Kahani: Piladina (en Oriya)

Das, Gourahari (Autor) · Black Eagle Books · Tapa Blanda

Ama Samayara Kahani: Piladina (en Oriya) - Das, Gourahari

Libro Nuevo Importado
Envío: 17 a 23 días háb.
$ 55.50$ 24.97
-55%
Costos de importación incluídos en el precio ✅
Libro Nuevo

Quedan 50 unidades

$ 24.97
Llega entre el 17 Sep y el 29 Sep a Quito, Pichincha. Seleccionar ubicación

Reseña del libro "Ama Samayara Kahani: Piladina (en Oriya)"

ଯେତେ ଯାହା ଚାହିଁଲେ ବି ପିଲାଦିନ ଆଉ ଫେରେ ନାହିଁ । ସ୍ମୃତିର ଆଲ୍]ବମ୍]ରେ ପୁରୁଣା ଫଟୋଟିଏ ପରି ସେ ପଛରେ ରହିଯାଏ । ଏଣିକି ମଣିଷକୁ ଫେରିବାକୁ ହୁଏ ପିଲାଦିନ ପାଖକୁ- ଗୀତ, ଗପ, ଉପନ୍ୟାସ ଓ ଚିତ୍ରର ଭରସାରେ ।ପିଲାଦିନ ଗପ ସଂକଳନ, ସେଇ ପିଲାଦିନକୁ ପାଖରେ ପାଇବାର ଆବେଗ ଆତୁର ଉଦ୍ୟମର ଫଳଶ୍ରୁତିଟିଏ । ଅନେକ ଦିନ ଧରି ଏମିତି ସ୍ୱପ୍ନଟିଏ ଥିଲା, ପିଲାଦିନର ସ୍ମୃତି ପରି ମୋ ପାଖେ ପାଖେ, ମାତ୍ର ସେଇ ସ୍ୱପ୍ନକୁ ବାସ୍ତବର ରୂପ ଦେବା ପାଇଁ ଅବକାଶ ଓ ଅବସର ଜୁଟୁ ନ ଥିଲା । 'ପିଲାଦିନ' ସଂକଳନ 'ଆମ ସମୟର କାହାଣୀ' ଶୃଙ୍ଖଳାର ପ୍ରଥମ ସଂକଳନ । ଗୋଟିଏ ଗୋଟିଏ ନିର୍ଦ୍ଦିଷ୍ଟ ଅନୁଭବ ଓ ପ୍ରସଙ୍ଗକୁ ନେଇ ଏଭଳି କେତେକ ଗଳ୍ପ ସଂକଳନ ପ୍ରକାଶ ପାଇଁ ଯେଉଁ ସାନ ଯୋଜନାଟିଏ ରହିଛି ଏଇଟି ତା'ର ପ୍ରଥମ ପଦକ୍ଷେପ । ଏହାର ଗପଗୁଡ଼ିକ ପିଲାଦିନକୁ ଖୋଜି ପାଇବାରେ ଗୋଟେ ଗୋଟେ ମଧୁର ପ୍ରୟାସ । ଏଗୁଡ଼ିକୁ ପଢ଼ିଲାବେଳେ ମୁଁ ନିଜେ ପ୍ରଚୁର ରସଘନ ମୁହୂର୍ତ୍ତର ସାନ୍ନିଧ୍ୟ ଲାଭ କରିଛି । ହସିଛି, କାନ୍ଦିଛି, ରୁଷିଛି ଓ ଭାବପ୍ରବଣ ହୋଇପଡ଼ିଛି । ସେଇ ସମ୍ଭବତଃ ମୋ ଉଦ୍ୟମର ଯଥାର୍ଥ ପାରିଶ୍ରମିକ । ଓଡ଼ିଆ ଭାଷାର 'ପିଲାଦିନ'ର ଅନୁଭବ, ଅଭିଜ୍ଞତାକୁ ନେଇ ଆହୁରି ଅନେକ ଗପ ରହିଛି । ସବୁ ସମୟର କାହାଣୀ ଶୃଙ୍ଖଳାରେ ସେଭଳି ଗପଗୁଡ଼ିକୁ ଏକତ୍ର କରି ପ୍ରକାଶ କରିବାର ଯୋଜନା ମୋର ରହିଛି । ଇଏ କେବଳ ମୋ ଉଦ୍ୟମ ଓ ଆଭିମୁଖ୍ୟର ବିଶ୍ୱସନୀୟତା ସୃଷ୍ଟି ପାଇଁ ପ୍ରଥମ ପ୍ରୟାସ ।ଆଶା କରୁĜ

Opiniones del libro

Preguntas frecuentes sobre el libro

Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.

Preguntas y respuestas sobre el libro

¿Tienes una pregunta sobre el libro? Inicia sesión para poder agregar tu propia pregunta.

Opiniones sobre Buscalibre

Ver más opiniones de clientes