Compartir
Dhusara Saisaba (en Oriya)
Govind Mishra
(Autor)
·
Niharika Mallick
(Traducido por)
·
Black Eagle Books
· Tapa Blanda
Dhusara Saisaba (en Oriya) - Mishra, Govind ; Mallick, Niharika
Libro Nuevo
Importado
Envío: 16 a 22 días háb.
$ 56.19$ 28.10
Costos de importación incluídos en el precio ✅
Reseña del libro "Dhusara Saisaba (en Oriya)"
ଗୋବିନ୍ଦ ମିଶ୍ର କେବଳ ଆଧୁନିକ ହିନ୍ଦୀ ସାହିତ୍ୟର ନୁହନ୍ତି, ସମସାମୟିକ ଭାରତୀୟ ସାହିତ୍ୟର ଏକ ମୁର୍ଦ୍ଧନ୍ୟ ଓ ବଳିଷ୍ଠ ସ୍ୱର । ଦୀର୍ଘ ଛଅ ଦଶନ୍ଧିରୁ ଅଧିକ କାଳ ଧରି ସେ ସାହିତ୍ୟ ସାଧନାରେ ନିମଗ୍ନ । ଉଚ୍ଚ ପ୍ରଶାସନିକ ପଦପଦବୀରେ ରହିସୁଦ୍ଧା ଚିନ୍ତା ଓ ଚେତନାରେ ସେ ସଦାବେଳେ ମାଟିମନସ୍କ ଓ ସାମାଜିକ ସତ୍ୟାନୁସନ୍ଧାନୀ । ତାହା ତାଙ୍କର ଗଳ୍ପ ଓ ଉପନ୍ୟାସ ଉଭୟରେ ବାରମ୍ବାର ପାଠକମାନେ ଦେଖିବାକୁ ପାଇଥାନ୍ତି ।୧୯୬୦ ଦଶକ ବେଳକୁ ହିନ୍ଦୀ ସାହିତ୍ୟରେ ଯେଉଁ ନୂଆ ପରୀକ୍ଷାନିରୀକ୍ଷା ଆରମ୍ଭ ହୋଇଥିଲା, ସେଥିରେ ପରମ୍ପରାବାଦୀଙ୍କ ବିରୁଦ୍ଧରେ 'ନୟୀ କହାନୀ' ଆନ୍ଦୋଳନର ପ୍ରବକ୍ତାମାନେ ଦୃଢ଼ ସ୍ୱର ଉତ୍ତୋଳନ କରିଥିଲେ । ଆଲୋଚିତ ଉପନ୍ୟାସ 'ଧୂଲ୍ ପୌଧୋଁ ପର' ସମ୍ପୂର୍ଣ୍ଣ ରୂପେ ଏକ ପରୀକ୍ଷାନିରୀକ୍ଷାଧର୍ମୀ ସାମାଜିକ- ମନସ୍ତାତ୍ତ୍ୱିକ ଉପନ୍ୟାସ ଯେଉଁଥିରେ ଜଣେ ନାରୀର ଏକକ ସଂଗ୍ରାମକୁ ଅତି ନିଖୁଣ ଭାବେ ଚିତ୍ରିତ କରାଯାଇଛି । ନିଜ ସହ ଜଣେ ସଂଘର୍ଷ କରୁଥିବା ନାରୀ ନିଜ ପରିବାର ଓ ସମାଜ ସହ ଯେତେବେଳେ ସାମ୍]ନା କରେ, ସେ ସଂଘର୍ଷ କରେ, ତା'ସହିତ କେହି ସହଯୋଦ୍ଧା ନଥାନ୍ତି । ଏପରିକି ସମୟ ମଧ୍ୟ ହାତ ଛାଡ଼ିଦିଏ । ସ୍ଥାନ, କାଳ ଓ ପାତ୍ର ଏକ ଚକ୍ରବ୍ୟୂହ ରଚନା କରନ୍ତି ଓ ନିଷ୍ପାପ ଅଭିମନ୍ୟୁଟି ଯୁଦ୍ଧ କରିଚାଲେ । କିନ୍ତୁ ଏ ଯୁଦ୍ଧରେ ଅଭିମନ୍ୟୁ ସପ୍ତରଥୀଙ୍କ ଦ୍ୱାରା ନିପାତ ହୁଏନାହିଁ । ବରଂ ସେ ସମୟ ଓ ସମାଜ ନିକଟରେ ନିଜର ଯଥାର୍ଥ
- 0% (0)
- 0% (0)
- 0% (0)
- 0% (0)
- 0% (0)
Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.
✓ Producto agregado correctamente al carro, Ir a Pagar.