Compartir
Dudiya (en Oriya)
Viswas Patil
(Autor)
·
Mahendra Prasad
(Traducido por)
·
Black Eagle Books
· Tapa Blanda
Dudiya (en Oriya) - Patil, Viswas ; Prasad, Mahendra
Libro Nuevo
Importado
Envío: 17 a 23 días háb.
$ 50.76$ 27.92
Costos de importación incluídos en el precio ✅
Reseña del libro "Dudiya (en Oriya)"
'ଡୁଡ଼ିୟା' ଉପନ୍ୟାସଟି ଚିରାଚରିତ କାହାଣୀ ଉପସ୍ଥାପନା ଶୈଳୀକୁ ଅତିକ୍ରମ କରି ଅଳ୍ପ ପୃଷ୍ଠାରେ ମାଓବାଦ ସମସ୍ୟାର ଅନାସକ୍ତ ବ୍ୟବଚ୍ଛେଦ ଉପସ୍ଥାପନ କରିଛି। ଜଣେ ନିର୍ବାଚନ ପର୍ଯ୍ୟବେକ୍ଷକଙ୍କ ଦୃଷ୍ଟିରୁ 'ଡୁଡ଼ିୟା' ରଚିତ, ଯେଉଁଥିରେ ଛତିଶଗଡ଼ର ଆଦିବାସୀ ଅଧ୍ୟୁଷିତ ଜଙ୍ଗଲର ଯୁବତୀ 'ଡୁଡ଼ିୟା'ଙ୍କୁ କେନ୍ଦ୍ରରେ ରଖି ଏକାଧିକ ହୃଦୟବିଦାରକ ଘଟଣାବଳୀ ଗତିଶୀଳ ହୋଇଛି। ସରକାରୀ ଅଧିକାରୀଙ୍କ ନିରଙ୍କୁଶ ଶୋଷଣ ଓ ନିର୍ଯାତନାରେ ଅତିଷ୍ଠ ହୋଇ ନିରୀହ ଆଦିବାସୀଙ୍କୁ ନକ୍ସଲଙ୍କୁ ତ୍ରାଣକର୍ତ୍ତା ଭାବେ ଗ୍ରହଣ କରିବାକୁ ପଡ଼ିଛି। ପରେ ସେହି ତ୍ରାଣକର୍ତ୍ତାମାନେ ଉତ୍ପୀଡ଼କର ଭୂମିକା ଗ୍ରହଣ କରିଛନ୍ତି। ଘଟଣାକ୍ରମେ ମୁଖ୍ୟ ଚରିତ୍ର 'ଡୁଡ଼ିୟା'ଙ୍କ ବଡ଼ ଭାଇ ପୁଲିସରେ ଯୋଗ ଦେଇଛନ୍ତି। ଅପରପକ୍ଷେ 'ଡୁଡ଼ିୟା' ନିଜ ସମ୍ପ୍ରଦାୟର ଘୃଣ୍ୟ ପ୍ରଥାରୁ ବର୍ତ୍ତିବା ପାଇଁ ମାଓବାଦ ଗୋଷ୍ଠୀରେ ସାମିଲ ହୋଇଛନ୍ତି। ସେଠାରେ ସେ ଶିକ୍ଷା ଓ ଆତ୍ମବିଶ୍ଵାସ ପାଇଛନ୍ତି ସତ ହେଲେ ମାଓ ନେତାଙ୍କ ଯୌନ ଶୋଷଣ ତଥା ତାଙ୍କୁ ହତ୍ୟାକାରୀରେ ପରିଣତ କରାଯିବା ତାଙ୍କୁ ପୁଣି ଥରେ ମାଓବାଦ ପ୍ରତି ବିତୃଷ୍ଣ କରିଛି। ସେ ସେଠାରୁ ମୁକୁଳି ଆସି ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ଏବଂ ତାଙ୍କର ନୂଆ ପାରିବାରିକ ଜୀବନ ଆରମ୍ଭ ହୋଇଛି। ଶେଷରେ ମାଓବାଦୀ ଓ ସରକାରଙ୍କ ଛକାପଞ୍ଛା ମଧ୍ୟରେ ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ଶେଷ ହେଉଛି। କିନ୍ତୁ ଆ
- 0% (0)
- 0% (0)
- 0% (0)
- 0% (0)
- 0% (0)
Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.
✓ Producto agregado correctamente al carro, Ir a Pagar.