Envío express con hasta 50% OFF  Ver más

Enviar a
Quito, Pichincha
0
  • argentina
  • chile
  • colombia
  • españa
  • méxico
  • perú
  • estados unidos
  • internacional

Selecciona tu país

América

Europa

Resto del mundo

portada Labanyabati (en Oriya)
Formato
Libro Físico
Idioma
Oriya
N° páginas
314
Encuadernación
Tapa Blanda
Dimensiones
21.6 x 14.0 x 1.8 cm
Peso
0.40 kg.
ISBN13
9781645604532

Labanyabati (en Oriya)

Kabisamrat Upendra Bhanja (Autor) · Biranchi Kumar Sahoo (Ilustrado por) · Black Eagle Books · Tapa Blanda

Labanyabati (en Oriya) - Bhanja, Kabisamrat Upendra ; Sahoo, Biranchi Kumar

Libro Nuevo Importado
Envío: 21 a 28 días háb.
$ 65.89$ 32.94
-50%
Costos de importación incluídos en el precio ✅
Libro Nuevo

Quedan 100 unidades

$ 32.94
Llega entre el 10 Sep y el 23 Sep a Quito, Pichincha. Seleccionar ubicación

Reseña del libro "Labanyabati (en Oriya)"

ରୀତିଯୁଗୀୟ କାବ୍ୟ ପରମ୍ପରା ଓ କବିମାନଙ୍କୁ ଅନୁସରଣ କରିଥିଲେ ମଧ୍ୟ କାବ୍ୟର ସମସ୍ତ ବିଭାଗରେ ଯେଉଁ ଅପୂର୍ବ ସଫଳତା ହାସଲ କରିଛନ୍ତି, ତାହା ସମଗ୍ର ଓଡ଼ିଆ ସାହିତ୍ୟରେ ବିରଳ । ଉପେନ୍ଦ୍ରଙ୍କ ଶବ୍ଦ ପାଣ୍ଡିତ୍ୟ, ଛନ୍ଦ ଓ ବନ୍ଧର ବୈଚିତ୍ର]୍ୟ, ଶବ୍ଦାଳଙ୍କାର ଓ ଅର୍ଥାଳଙ୍କାରରେ ଅଦୃଷ୍ଟପୂର୍ବ କୃତିତ୍ୱ, ଶୃଙ୍ଗାର ରସର ପୁଷ୍କଳ ପରିବେଷଣ, ପ୍ରକୃତି ଚିତ୍ରଣ, ବର୍ଣ୍ଣନା ଚାତୁରୀ, ରଚନା ଶୈଳୀରେ ବିଦଗ୍]ଧ ସୁଲଭ ଆଭିଜାତ୍ୟ ନିକଟରେ ଅନ୍ୟ କବିଙ୍କ ପ୍ରତିଭା ତୁଚ୍ଛ ମନେହୋଇଥାଏ ।ଉପେନ୍ଦ୍ର କାବ୍ୟ କୋଣାର୍କର ରସମୟୀ, ଛନ୍ଦମୟୀ, ଲାସ୍ୟମୟୀ, ହାସ୍ୟମୟୀ ଅନନ୍ୟ ଲଳନା ହେଉଛି 'ଲାବଣ୍ୟବତୀ' । ଲାବଣ୍ୟବତୀ ଭଳି କାବ୍ୟ ନାୟିକା ଓଡ଼ିଆ ସାହିତ୍ୟରେ ବିରଳ ସୃଷ୍ଟି । ଉପେନ୍ଦ୍ରଙ୍କ କାଳ୍ପନିକ ସୃଷ୍ଟି ଲାବଣ୍ୟବତୀ, ତାଙ୍କର ସମଗ୍ର ସୃଷ୍ଟିକୁ ଅତିକ୍ରମ କରାଯାଇଥିବା ମନେହୁଏ । ଲାବଣ୍ୟବତୀକୁ ସେ ୪୮ଗୋଟି ଛାନ୍ଦରେ ସମ୍ପୂର୍ଣ୍ଣ କରିଛନ୍ତି । ଉପେନ୍ଦ୍ରଭଞ୍ଜଙ୍କ ସମଗ୍ର କାବ୍ୟ ମଧ୍ୟରେ ଲାବଣ୍ୟବତୀର ସ୍ଥାନ ସ୍ୱତନ୍ତ୍ର ଏକ ସ୍ୱତନ୍ତ୍ର ମହିମାରେ ସେ ମହିମାନ୍ୱିତ । ଏହା ଉପେନ୍ଦ୍ର କାବ୍ୟମାନସର ସର୍ବଶ୍ରେଷ୍ଠ ଉପହାର ଓଡ଼ିଶାବାସୀଙ୍କୁ । ପ୍ରାୟ ୩୦୦ ବର୍ଷ ପୂର୍ବେ ରଚିତ ଏ କାବ୍ୟ, ଏକ ବିଂଶ ଶତାବ୍ଦୀରେ ମଧ୍ୟ ଏହାର ଆଦର ଅକ୍ଷୁଣ୍ଣ ରହିଛି । ଏ କାବ୍ୟକୁ ଆଜି ମଧ୍ୟ ଓଡ଼ିଶାର ବିଭିନ୍ନ ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀ

Opiniones del libro

Preguntas frecuentes sobre el libro

Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.

Preguntas y respuestas sobre el libro

¿Tienes una pregunta sobre el libro? Inicia sesión para poder agregar tu propia pregunta.

Opiniones sobre Buscalibre

Ver más opiniones de clientes