Compartir
Neutopia (ନିଉଟୋପିଆ) (en Oriya)
Satyapriya Mahalik
(Autor)
·
Black Eagle Books
· Tapa Blanda
Neutopia (ନିଉଟୋପିଆ) (en Oriya) - Mahalik, Satyapriya
Libro Nuevo
Importado
Envío: 16 a 22 días háb.
$ 50.56$ 27.81
Costos de importación incluídos en el precio ✅
Reseña del libro "Neutopia (ନିଉଟୋପିଆ) (en Oriya)"
ସ୍ୱପ୍ନର ସେ କାଳ୍ପନିକ ରାଜ୍ୟ 'ନିଉଟୋପିଆ' । ଯାହା ଇତିହାସ, କଳ୍ପନା ଓ ବାସ୍ତବତାର ଏକାଧିକ ସଂସ୍କରଣ ହେଇ ପୁନର୍ଲିଖିତ ହେଇ ଚାଲିଥିବ ।ଶଶାନ ଦିରୀ (ଶ୍ମଶାନ ପଥର)ର ପ୍ରତୀକ କାନ୍ଧରେ ପକେଇ ମାଇଲ ମାଇଲ ବାଟ ଚାଲୁଥିବା ସେଇ ଅବୋଧ ଆଦିପୁରୁଷର ବିଶ୍ୱାସ ଓ ତା'ର କାଳକାଳର ପରଂପରା କିପରି ବହିଯାଇଛି କାହାଣୀ ପରେ କାହାଣୀ ହେଇ, ଘନ ଘୋର ଜଙ୍ଗଲରେ ।ଇତିହାସରେ ସେ କଥା ନାହିଁ । ଯେଉଁକଥା ଓ କାହାଣୀ ପାହାଡ଼, ଜଙ୍ଗଲ ଓ ପରଂପରାର ଲୋକକଥାଗୁଡ଼ିକରେ, ପୁରୁଷ ପୁରୁଷର ଅପାସୋରା ଲୋକଗୀତି ସବୁରେ ଲୁଚି ରହିଛନ୍ତି ସେସବୁ ଇତିହାସରେ କାହିଁ?'ନିଉଟୋପିଆର' ପୁନର୍ଲିଖନ ଅସମ୍ଭବ । ଯେପରି ଅସମ୍ଭବ ଇତିହାସର ପ୍ରତିଷ୍ଠିତ ତଥ୍ୟକୁ କାହାଣୀଗୁଡ଼ିକର ଶାଣୁଆ ତୀରରେ ଚିରି ଦେଇପାରିବା ।କେତେଶହ ବର୍ଷ ତଳେ ଶଶାନଦିରୀ ପଥରକୁ ପିଠିରେ ବୋହି ନିଜର ମାଲିକାନୀ ହକ୍ ପ୍ରମାଣିତ କରିବାପାଇଁ ଯେଉଁମାନେ ଜଙ୍ଗଲ, ପାହାଡ଼ ଘେରା ନିଜର ଜମି ଉପରୁ ଉଠିଯାଇଥିଲେ କମିଶନରଙ୍କୁ ଭେଟିବାପାଇଁ; ସେମାନେ ରାସ୍ତାସାରା କେବଳ ଗପ କହିଚାଲିଥିଲେ । ସେଇସବୁ ଗପ ଆଜିବି କେଉଁଠିନା କେଉଁଠି ପାହାଡ଼ କି ଜଙ୍ଗଲ କି ନଈ, ନାଳ ଓ ପଥର, ଫୁଲ ଓ ଫଳ, ସାପ ଓ କେର୍]କେଟା ଚଢ଼େଇମାନଙ୍କ ମୁହଁରେ କଥିତ ହେଉଛନ୍ତି ।ଇତିହାସରେ 'ନିଉଟୋପିଆ'ର ବର୍ଣ୍ଣନା ନାହିଁ । ଲୋକକଥାରେ ଅଛି । ଆଜି ଇତିହାସ ଖୋଜିଲାବେଳେ ମୁଁ ସେହି ମରିହଜିଯାଇଥିବା ଆଦିପୁରୁଷମାନଙ୍କୁ ମନେ ପକଉଛି ।ମନେ ପକଉଛ
- 0% (0)
- 0% (0)
- 0% (0)
- 0% (0)
- 0% (0)
Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.
✓ Producto agregado correctamente al carro, Ir a Pagar.