Envío express con hasta 50% OFF  Ver más

Enviar a
Quito, Pichincha
0
  • argentina
  • chile
  • colombia
  • españa
  • méxico
  • perú
  • estados unidos
  • internacional

Selecciona tu país

América

Europa

Resto del mundo

portada Nishabda Ninada (en Oriya)
Formato
Libro Físico
Idioma
Oriya
N° páginas
98
Encuadernación
Tapa Blanda
Dimensiones
21.6 x 14.0 x 0.6 cm
Peso
0.13 kg.
ISBN13
9781645603016

Nishabda Ninada (en Oriya)

Bharat Behera (Autor) · Black Eagle Books · Tapa Blanda

Nishabda Ninada (en Oriya) - Behera, Bharat

Libro Nuevo Importado
Envío: 21 a 28 días háb.
$ 49.89$ 24.94
-50%
Costos de importación incluídos en el precio ✅
Libro Nuevo

Quedan más de 100 unidades

$ 24.94
Llega entre el 10 Sep y el 23 Sep a Quito, Pichincha. Seleccionar ubicación

Reseña del libro "Nishabda Ninada (en Oriya)"

ଏବର ସମୟ ଖଣ୍ଡରେ କବିତାର ପ୍ରଧାନ ଉତ୍ସ ହେଉଛି ମଣିଷ । ସେହି ମଣିଷ ନିତିଦିନ କେତେ କେତେ ସୁଖ ଦୁଃଖ, ହାନିଲାଭ, ବିଷାଦ ବିରହ ଓ ଭୋକକୁ ସାମ୍ନା କରୁଥାଏ । ସେ ଭୋକ ହୋଇପାରେ ଉଦରର, ମାନସିକ ସ୍ତରର, ଜୀବନ ଜିଜ୍ଞାସାର, ସାମାଜିକ, ଆର୍ଥନୀତିକ ଓ ସାଂସ୍କୃତିକ ବିଶ୍ଲେଷଣର । ମଣିଷର ସୁବିଧା ପାଇଁ ଯେଉଁ ଅନୁଷ୍ଠାନ ସମୂହ ଗଢ଼ାଯାଇଛି, ଆବଶ୍ୟକ ବେଳେ ସେ ସଂସ୍ଥା ସହଯୋଗ, ଆନ୍ତରିକତା ଓ ଅନ୍ତରଙ୍ଗତାର ହାତ ପ୍ରସାରଣ କରେ ନାହିଁ । ସୁତରାଂ ବୃହତ୍ତର ଜନଜୀବନ ଅସହାୟ ଓ ଅନିଶ୍ଚିତତା ମଧ୍ୟରେ ଜିଇଁବାକୁ ବାଧ୍ୟ । Micro ଦୃଷ୍ଟିରୁ ସବୁ ଠିକ୍]ଠାକ୍ ଥିଲା ଭଳି ଭ୍ରମସୃଷ୍ଟି ହେଉଥାଏ, କିନ୍ତୁ Micro ଦୃଷ୍ଟିରୁ ନିରୀକ୍ଷଣ କଲେ, ମଣିଷର ଦୁଃଖ, ଦୁର୍ଦ୍ଦଶାର ଅନ୍ତ କାହିଁ? ଦୁଃଖର ଉପତ୍ୟକାରେ ସେ ଏକାଏକା ଉଦାସ ଓ ନିର୍ଲିପ୍ତ । କହିବା ବାହୁଲ୍ୟ, ଜୀବନର ପରିସର ଏତେ ବ୍ୟାପକ ଯେ କବିତା ମାଧ୍ୟମରେ ସେ ସବୁର ଅବତାରଣା ଅସମ୍ଭବ । ଶବ୍ଦ ଯେତେବେଳେ କ୍ଲାନ୍ତ ଓ ନିସ୍ତେଜ ହୋଇଯାଏ, ସେତେବେଳେ ନିଃଶବ୍ଦ, ଜାଗ୍ରତ ହେବା ସଙ୍ଗେସଙ୍ଗେ ସକ୍ରିୟ ହୋଇଥାଏ । ଅନ୍ୟ ଅର୍ଥରେ ଶବ୍ଦର ଯେତିକି ଶକ୍ତି ଅଛି ନିଃଶବ୍ଦର ତା'ଠାରୁ ଅଧିକ ଶକ୍ତି ଅଛି । ଏଠି ବାଗଡ଼ାମ୍ବର ନାହିଁ, ଗଳାଫଟା ଚିତ୍କାର ନାହିଁ, ଅଛି କେବଳ ମୌନ, ନିରବତାର ଭାଷା, ଯାହା ବଡ଼ମଥା ଠାରୁ କୋଟିକୋଟି ମଣିଷର ଅବଚେତନକୁ ଭେଦିଯାଏ । ସେଇଠୁ ଆରମ୍ଭ ହୁଏ ଉପଶମର ରାସ୍ତା । Inter War Period ରେ ଯେତେବେଳେ ମଣିଷ ସମାଜ ଭୟାବହ ବେରୋଜ

Opiniones del libro

Preguntas frecuentes sobre el libro

Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.

Preguntas y respuestas sobre el libro

¿Tienes una pregunta sobre el libro? Inicia sesión para poder agregar tu propia pregunta.

Opiniones sobre Buscalibre

Ver más opiniones de clientes