Compartir
Tapamatra (en Oriya)
Debapriya Priyadarshi Chakra
(Autor)
·
Black Eagle Books
· Tapa Blanda
Tapamatra (en Oriya) - Chakra, Debapriya Priyadarshi
Libro Nuevo
Importado
Envío: 16 a 22 días háb.
$ 44.55$ 24.50
Costos de importación incluídos en el precio ✅
Reseña del libro "Tapamatra (en Oriya)"
କାହାଣୀରେ ଜୀବନ ଥିଲେ କାହାଣୀ ହୁଏ ହୃଦ୍ୟ । ଜୀବନରେ କାହାଣୀ ଥିଲେ ଜୀବନ ହୁଏ ଭବ୍ୟ । ଦେବପ୍ରିୟ ପ୍ରିୟଦର୍ଶୀ ଚକ୍ରଙ୍କର ଗଳ୍ପଗୁଡ଼ିକରେ ଜୀବନ ଦିଶିଯାଏ । ତେଣୁ ଗଳ୍ପଟିଏ ଆରମ୍ଭ କଲେ ଶେଷ କରିବାକୁ ମନ ବଳେ । ବେଳେବେଳେ ଚମକାଇ ଦିଏ 'ପଜଲ୍]' ଭଳି ଗଳ୍ପ ଯାହା ଘଟିବା ଉଚିତ୍ ନହେଲେ ମଧ୍ୟ ସମାଜରେ ଘଟୁନାହିଁ ବୋଲି କହିହେବ ନାହିଁ । ତାଙ୍କର 'ଭାତବାଲା' ଗଳ୍ପ ସତ୍ୟର ଗଳ୍ପରୂପ ପରି ଲାଗେ, ହୃଦୟକୁ ଛୁଏଁ । ତାଙ୍କର ଗଳ୍ପଗୁଡ଼ିକ ଆକାଶରୁ ଉଲ୍]କା ଭଳି ଖସନ୍ତି ନାହିଁ, ମାଟିରୁ ପାଦତଳର ଘାସ ଭଳି ମୁଣ୍ଡ ଟେକନ୍ତି, ସମାଜର ଚିତ୍ରପଟ ପାଲଟିଯାଆନ୍ତି । ଦେବପ୍ରିୟଙ୍କର ହାତମୁଠାରେ ଜୀବନ କଥାକୁହେ । ତାଙ୍କର ଗାଳ୍ପିକ ଜୀବନ ସମ୍ଭାବନାମୟ । ଅଶେଷ ଆଶୀର୍ବାଦ । - ପ୍ରତିଭା ରାୟଦେବପ୍ରିୟଙ୍କ କାହାଣୀରେ ନାଟକ ଅଛି, କବିତାର ଝଲକ ଅଛି । ଅନେକ ଗପ ଏକ ନିଶ୍ୱାସରେ ପଢିବା ଭଳି । ସାଧାରଣ ଜୀବନ ଭିତରେ ଅସାଧାରଣ ଚରିତ୍ରକୁ ଆବିଷ୍କାର କରିବାରେ ତାଙ୍କର ରହିଛି ଅଦ୍ଭୁତ ଦକ୍ଷତା ।- ତରୁଣକାନ୍ତି ମିଶ୍ରଜଣେ ସଚେତନ ଓ ସଂଯତ ଗାଳ୍ପିକ ରୂପେ ନିଜର ପରିଚୟ ସୃଷ୍ଟି କରିିଥିବା ଦେବପ୍ରିୟ ଚଳନ୍ତି ସମୟର ଅନ୍ୟତମ ଅଗ୍ରଣୀ ଯୁବ ଲେଖକ । ଓଡ଼ିଆ ଗଳ୍ପର ପ୍ରବାହଧାରାକୁ ଅବିରତ ପ୍ରଖର କରିବାଦିଗରେ ତାଙ୍କର ଯୋଗଦାନ ଉଲ୍ଲେଖନୀୟ । ଦେବପ୍ରିୟଙ୍କ ଗଳ୍ପର କଥାବସ୍ତୁ ତାଙ୍କ ଅନୁଭୂତିରୁ ଉପଜାତ ଏବଂ ଉପସ୍ଥାପନା ଶୈଳୀ ଅଭିନବ ।-ସଦାନନ୍ଦ ତ୍ରିପା
- 0% (0)
- 0% (0)
- 0% (0)
- 0% (0)
- 0% (0)
Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.
✓ Producto agregado correctamente al carro, Ir a Pagar.